ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତି ପ୍ରସ୍ତର ସ୍ଥାପନ ଓ କ୍ରିକେଟ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କଲେ ବିଧାୟକ…

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ କରଞ୍ଜରା ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଶ୍ରୀ ଶ୍ରୀ ଲଙ୍ଗଳେଶ୍ବର କ୍ରିକେଟ ଟୁର୍ଣ୍ଣାମେଣ୍ଟକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷ, ଉପଧ୍ୟକ୍ଷା, ଜିଲ୍ଲା ପରିଷଦ, ସରପଞ୍ଚ ସମିତିସଭ୍ୟ ଓ ଖେଳାଳିମାନେ ଉପସ୍ଥିତ ଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା