ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ : ୫ ଗିରଫ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଅବକାରୀ ବିଭାଗ ପକ୍ଷରୁ ଅବକାରୀ ଉପଅଧୀକ୍ଷକ ଅଭିରାମ ବେହେରା, ଖଲ୍ଲିକୋଟ, ପୁରୁଷୋତ୍ତମପୁର ଓ ସୋରଡା ଅବକାରୀ ଓଆଇସି, ଇନିସ୍ପେକ୍ଟର ଉମାକାନ୍ତ ସ୍ୱାଇଁଙ୍କ ମିଳିତ ଭାବେ ଚଢଉ କରାଯାଇ ୩୭୪ ଲିଟର ଭାଟିରନ୍ଧା ମଦ ଓ ୫ଟି ବାଇକ୍ ସହ ମୋଟ ୫ ଜଣଙ୍କୁ ଗିରଫ କରାଯାଇଥିବା ନେଇ ଗଞ୍ଜାମ ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର କୁମାର ଭତ୍ରା ସୂଚନା ଦେଇଛନ୍ତି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା