ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଥା ସମ୍ରାଟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ 175ତମ ଜନ୍ମ ଜୟନ୍ତୀ ଓ 100ତମ ଶ୍ରାଦ୍ଧ ଦିବସ ପାଳନ କରାଯାଇଥିଲା। ରାଜ୍ୟସରକାର ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ବହୁ ଦମଦାର ବକ୍ତାମାନେ ଯୋଗଦେଇଥିଲେ।