କରୋନା ପଜିଟିଭ୍‌ ଚିହ୍ନଟ ପରେ ୩ଟି ଦୋକାନ ସିଲ୍ କଲା ପ୍ରଶାସନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ୩ଟି ଦୋକାନରୁ ଜଣେ ଲେଖାଏ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏହାପରେ ସୋମବାର ଛତ୍ରପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ଉକ୍ତ ୩ଟି ଦୋକାନକୁ ସିଲ୍‌ କରି ଦିଆଯାଇଥିବା ସୂଚନା ମିଳିଛି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା