ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଲାଗି ବିଜେଡି ମହିଳା ମୋର୍ଚ୍ଚା ସଚେତନତା କାର୍ଯ୍ୟକ୍ରମ…

ଜଳେଶ୍ୱର (ସମୃଦ୍ଧ ଓଡିଶା) ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ ସ୍ମାଟକାଡ ଶୀଘ୍ର ଓ ସୂଚାରୁରୂପେ ବଣ୍ଟନ ଲାଗି ବିଜେଡି ପକ୍ଷରୁ ମହିଳାମୋର୍ଚ୍ଚାମାନଙ୍କୁ ଏକ ସଚେତନତା କାର୍ଯ୍ୟକ୍ରମ ଭଞ୍ଜଭବନରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ବିଧାୟକ ଅଶ୍ୱିନୀ ପାତ୍ର, ଜିଲା ମହିଳା ସଭାପତି ବିନ୍ଦୁବାଳା ନନ୍ଦୀ, ବ୍ଲକ ମହିଳା ସଭାପତି ସଂଚିତା ସେନାପତି, ନଗର ମହିଳା ସଭାପତି ଗୀତାଞ୍ଜଳି ସାମନ୍ତ, ବ୍ଲକ ସଭାପତି ଭୂପତି ମିର୍ଦ୍ଧା, ବ୍ଳକ ଉପାଧ୍ୟକ୍ଷ ବ୍ରଜମୋହନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ରିପୋର୍ଟ : ଭୂପତି ପରିଡା