ବିଜେଡି ପକ୍ଷରୁ କରୋନା ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ…

ଛତ୍ରପୁର (ସମୃଦ୍ଧ ଓଡିଶା) ବିଜୁ ଜନତା ଦଳ ଛତ୍ରପୁର ଓ ମୋ ପରିବାର ଆନୁକୂଲ୍ୟରେ କରୋନା ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିପୁଲିଙ୍ଗି ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବ୍ଲକ ଅଧକ୍ଷ ଏମ. ଧନଞ୍ଜୟ ରେଡୀ, ବିପୁଲିଙ୍ଗି ସରପଞ୍ଚ ନରସିଂହ ରେଡୀ ଓ ସମିତି ସଭ୍ୟ ଜୟଦେବ ଲେଙ୍କା ଜନସାଧାରଣଙ୍କୁ ପାଞ୍ଚସୁତ୍ର ନିୟମ ପାଳନ କରିବା ଯଥା ମାସ୍କ ପରିଧାନ କରିବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଇତ୍ୟାଦି ଉପରେ ସଚେତନତା କରିଛନ୍ତି l ସେହିପରି ମୁଖ୍ୟମନ୍ତ୍ରୀ ଓ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଓ ଛତ୍ରପୁର ବିଧାୟକ ସୁବାଷ ସୁବାସ ଚନ୍ଦ୍ର ବେହେରାଙ୍କ ପରାମର୍ଶ କ୍ରମେ ବିଜୁ ଜନତା ଦଳ ଛତ୍ରପୁର ଓ ମୋ ପରିବାର ଆନୁକୂଲ୍ୟରେ କରୋନା ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଵିପୁଲିଙ୍ଗି ପଞ୍ଚାୟତ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଛତ୍ରପୁର ବ୍ଲକ ଅଧକ୍ଷ ଏମ. ଧନଞ୍ଜୟ ରେଡୀ, ବିପୁଲିଙ୍ଗି ସରପଞ୍ଚ ନରସିଂହ ରେଡୀ ଓ ସମିତି ସଭ୍ୟ ଜୟଦେବ ଲେଙ୍କା ଜନସାଧାରଣଙ୍କୁ ପାଞ୍ଚସୁତ୍ର ନିୟମ ପାଳନ କରିବା ଯଥା ମାସ୍କ ପରିଧାନ କରିବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଇତ୍ୟାଦି ଉପରେ ସଚେତନତା କରିଛନ୍ତି l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା