ବିଜେପିର ସମ୍ବର୍ଦ୍ଧନା ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ…

ବ୍ରହ୍ମପୁର(ସମୃଦ୍ଧ ଓଡିଶା)ଗତକାଲି ବ୍ରହ୍ମପୁର ସହରରେ ବିଜେପିର ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଜେପି ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା ଅଧ୍ୟକ୍ଷତା କରିଥିଲେ । ଏହି ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ,ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର,ରାଜ୍ୟ ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଗଞ୍ଜାମ ଜିଲ୍ଲା ପ୍ରଭାରୀ ଅଶୋକ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ଗଞ୍ଜାମ ଜିଲ୍ଲା ସଭାପତି କାହ୍ନୁ ଚରଣ ପତି, ବ୍ରହ୍ମପୁର ଲୋକସଭା ସଂଯୋଜକ ସରୋଜ ସାବତ, ମନୋରଞ୍ଜନ ଦ୍ୟାନସାମନ୍ତାରା, ପ୍ରଶାନ୍ତ କର ପ୍ରମୁଖ ମଞ୍ଚାସୀନ ଥିବାବେଳେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉପସଭାପତି ଡ଼ା.ସୁବାଷ ସାହୁ, ବିନୋଦ ଚନ୍ଦ୍ର ମିଶ୍ର, ସୁନିଲ କୁମାର ସାହୁ, ରାମ କୁମାର ପାତ୍ର, ପରେଶ ଚନ୍ଦ୍ର ରଥ, ଓ୍ୱାଇ ମୋହନ ରାଓ,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ, ଗଙ୍ଗାଧର ଶତପଥି, ଏନ୍.ରାଜେନ୍ଦ୍ର କୁମାର,ଜିଲ୍ଲା ସମ୍ପାଦକ ପ୍ରଦୀପ କୁମାର ସତପଥି, ବାଳକୃଷ୍ଣ ସାମନ୍ତରା, ସୁଶିଳା ମଲ୍ଲିକ, ଲକ୍ଷ୍ମୀ ନାରାୟଣ ପଣ୍ଡା, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ ଶଙ୍କର ନାୟକ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ, ଜିଲ୍ଲା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସାମୁଏଲ୍ ବେହେରା, ବରିଷ୍ଠ ନେତା ସୁରେଶ ପାଢ଼ୀ, କାମନା ପାଢ଼ୀ, କର୍ପୋରେଟର ଡ଼ି.କରୁଣାକର, ସବିତା ସାହୁ,ରଞ୍ଜିତା ବେହେରା,ବନିତା ସାହୁ,ସବିତା ନାୟକ,ନୀଳକଣ୍ଠ ସାହୁ, ତୁତୁନ୍ ପାତ୍ର,ବି.ସୋମନାଥ ପାତ୍ର,ମାତା ପ୍ରସାଦ ନାୟକ,ଅନୁଜା ନନ୍ଦ ବିଶ୍ୱାଳ, ବର୍ଷା ବିଦ୍ୟୁସ୍ମିତା ପାଳ,ଅଜୟ କୁମାର ନାୟକ ପ୍ରମୁଖଙ୍କ ସମେତ ମଣ୍ଡଳ ସଭାପତି,ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟମାନେ ଉପସ୍ଥିତ ଥିଲେ ।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା