Day: 4 November 2021

ପବିତ୍ର ଦୀପାବଳୀ ଅବସରରେ ଗଞ୍ଜାମ ଜିଲ୍ଲା ହକି ସଂଘ ପକ୍ଷରୁ ବରିଷ୍ଠ ଅଧିକାରୀଙ୍କୁ ଶୁଭେଚ୍ଛା ଜ୍ଞାପନ…

ଛତ୍ରପୁର (ସମୃଦ୍ଧ ଓଡିଶା) ପବିତ୍ର ଦୀପାବଳୀ ଅବସରରେ ଗଞ୍ଜାମ ଜିଲ୍ଲା ହକି ସଂଘ ପକ୍ଷରୁ ଛତ୍ରପୁରରେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି । ପ୍ରଥମେ ଗଞ୍ଜାମ ଜିଲ୍ଲାପାଳ

ନୂତନ ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଗଦାଧର ପାତ୍ର…

କନ୍ଧମାଳ (ସମୃଦ୍ଧ ଓଡିଶା) କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକରେ ନୂତନ ବିଡ଼ିଓ ଭାବେ ଗଦାଧର ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ କୁକୁଡ଼ାଖଣ୍ଡି ବ୍ଲକରେ ବିଡିଓ ଭାବେ

ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା କର୍ମଚାରୀଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ

ମମିତାଙ୍କୁ ନ୍ୟାୟ ଦାବିରେ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦୀପଦାନ କାର୍ଯ୍ୟକ୍ରମ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) କଳାହାଣ୍ଡି ଜିଲ୍ଲାର ସନ୍ ସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା କରିଥିବା ଅପରାଧୀ ଗୋବିନ୍ଦ ସାହୁଙ୍କୁ ଦଣ୍ଡ ଏବଂ ଅପରାଧୀକୁ ଘଣ୍ଟ ଘୋଡାଇ