Day: 22 May 2023

ଆଜି ସକାଳୁ ସକାଳୁ ଥାନା ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ, ଗଞ୍ଜାମ ସମେତ ୪ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର(ସମୃଦ୍ଧ ଓଡିଶା ) ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ‍ବରଗଡ଼ ଜିଲ୍ଲା ଗାଇସିଲେଟ୍‌ ଥାନା ଅଧିକାରୀ ବୀରବର ଭଗତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଘର ଓ ଅଫିସ ସମେତ

ସୁଧାଂଶୁ ଷଡ଼ଙ୍ଗୀ ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ

କଟକ (ସମୃଦ୍ଧ ଓଡିଶା )ଅଗ୍ନିଶମ ଡିଜି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇ ପି ଏସ ଅଫିସର ସୁଧାଂଶୁ ଷଡ଼ଙ୍ଗୀ। ପୂର୍ବତନ ଅଗ୍ନିଶମ ଡିଜି ବିନୟତୋଷ ମିଶ୍ରଙ୍କଠାରୁ ସେ ଦାୟିତ୍ୱ

ଦୋକାନୀମାନେ ୨୦୦୦ ଟଙ୍କିଆ ନୋଟ୍ ନେବାକୁ ମନା କଲେ ଦଣ୍ଡ !

ନୁଆଁ ଦିଲ୍ଲୀ(ସମୃଦ୍ଧ ଓଡିଶା) ଦୋକାନୀମାନେ ଗ୍ରାହକଙ୍କ ଠାରୁ ୨୦୦୦ ଟଙ୍କିଆ ନୋଟ୍ ନେବା ପାଇଁ ମନା କରିପାରିବେ ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ଦିଗପହଣ୍ଡି ନିକଟ ଦାମୋଦର ପୁର ଗାଁରେ ଗତ ରାତିରେ ଶୋଇଥିଲା ବେଳେ କାନ୍ଥ ଭୁଶୁଡି ଜଣେ ମୃତ, ଜଣେ ଆହତ

ବ୍ରହ୍ମପୁର(ସମୃଦ୍ଧ ଓଡିଶା )ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। କାନ୍ଥପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ

ବିକ୍ରମ,ସୁଦାମ ଓ ସାରଦା ଆଜି ହେଲେ ମନ୍ତ୍ରୀ : ରାଜ୍ୟପାଳ କରାଇଲେ ଶପଥ ଗ୍ରହଣ

ଭୁବନେଶ୍ବର(ସମୃଦ୍ଧ ଓଡିଶା )ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜର ୩ଜଣ ପୁରୁଣା ସହଯୋଗୀଙ୍କୁ ପୁଣିଥରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ରାଜ୍ୟ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି। ଭଞ୍ଜନଗରର ୬ଥର ବିଧାୟକ ୬୧ବର୍ଷୀୟ

ଆପଣଙ୍କ ଭାଗ୍ୟ…

ମେଷ: ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ