Category: Bhubaneswar

ମଦ ବୋଝେଇ କାର୍ ସହ ବେପାରୀ ଗିରଫ

ପିପିଲି(ସମୃଦ୍ଧଓଡିଶା)ଗତ କାଲି ରାତିରେ ପିପିଲି ପୁଲିସ ପେଟ୍ରୋଲିଂ କରୁଥିବା ସମୟରେ ଦ୍ରୁତ ଗତିରେ ଯାଉଥିବା ଏକ କାର୍ କୁ ପିଛା କରି ତାକୁ ପିପିଲି ଦରଡ଼ା ସିଡି ଠାରୁ ଧରିବାରେ

ଗରିମା ପରିବାରର ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା(ସମୃଦ୍ଧଓଡିଶା)ସାମାଜିକ ମହିଳା ଅନୁଷ୍ଠାନ ଗରିମା ପରିବାର ତରଫରୁ ଷଷ୍ଠ ଉତ୍କଳ ଦିବସ ପାଳନ ଆସନ୍ତା ଏପ୍ରିଲ ମାସ ୨ତାରିଖ ଦିନ ସନ୍ଧ୍ୟା ୬ଟା ସମୟରେ ଭଞ୍ଜଭଵନ ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ

ଓଡିଶା ଦିବସ ପାଳନ ବୈଠକ ଅନୁଷ୍ଠିତ : ଆଦର୍ଶ ଆଚରଣ ବିଧି ପାଳନ ପୂର୍ବକ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଚଳିତ ବର୍ଷ ଓଡ଼ିଶା ଦିବସ ରାଜ୍ୟ, ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପାଳନ କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ ଗ୍ରହଣ କରାଯାଇଛି । ଆଦର୍ଶ ଆଚରଣ ବିଧି ପାଳନ ପୂର୍ବକ

ମିଶ୍ର ଟ୍ୟୁଟୋରିଆଲ ନିର୍ଦେଶକଙ୍କ ପିତୃ ବିୟୋଗ

ନିମାପଡ଼ା,(ସମୃଦ୍ଧଓଡିଶା) ମଙ୍ଗଳବାର ଭୋରୁ ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ୭ନମ୍ବର ୱାର୍ଡ ଅନ୍ତର୍ଗତ ଅଣ୍ଢିଆ ଶାସନ ବାସିନ୍ଦା ସନ୍ଧ୍ୟାରାଣୀ ଏଜୁକେଶନାଲ ଟ୍ରଷ୍ଟର ଟ୍ରଷ୍ଟି ମିଶ୍ର ଟ୍ୟୁଟୋରିଆଲ ନିର୍ଦେଶକଙ୍କ ପିତା

ମଙ୍ଗଳପୁର ପୋଲିସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଦଶରଥପୁର(ସମୃଦ୍ଧଓଡିଶା)ଦଶରଥପୁର ବ୍ଲକସ୍ତ ମଙ୍ଗଳପୁର ଥାନା ପକ୍ଷରୁ ଆଜି ସନ୍ଧ୍ୟା ୫ ଟା ସମୟରେ ଏକ ସାମ୍ବାଦିକ ଅନୁଷ୍ଠିତ ହୋଇଯାଇଛି |ଏହି ପରିପ୍ରେକ୍ଷୀରେ ଏସଡିପିଓ ସତ୍ୟବ୍ରତ ଲେଙ୍କା ଓ ମଙ୍ଗଳପୁର ଥାନାର

ଦିତୀୟ ଆଦିବାସୀ ମହୋତ୍ସବ ଅନୁଷ୍ଠିତ

କଣାସ(ସମୃଦ୍ଧଓଡିଶା)ଅଗ୍ରଣୀ ସେଛାସେବୀ ଅନୁଷ୍ଠାନ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ଆକ୍ସନ ଆଣ୍ଡେ ରିସର୍ଚ୍ଚ ଆନୁକୁଲ୍ୟରେ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ସହାୟତାରେ ପୁରୀ ଜିଲ୍ଲାର କଣାସ ବ୍ଲକ ଅନ୍ତର୍ଗତ

ବିଦ୍ୟୁତ୍ ଆଘାତରେ ଯୁବକ ମୃତ : କ୍ଷତିପୂରଣ ଦାବୀ

ବଡ଼ବିଲ(ସମୃଦ୍ଧଓଡିଶା)ନିଜ ଘରେ ବିଦ୍ୟୁତ୍ ତାର ସଂଯୋଗ କରୁଥିବାବେଳେ ଘଟିଗଲା ଅଘଟଣ । ବିଦ୍ୟୁତ୍ ଆଘାତ ଲାଗିବା କାରଣରୁ ଯୁବକଙ୍କ ଚାଲିଗଲା ଜୀବନ । ମୃତ ଯୁବକ, ବଡ଼ବିଲ ଥାନା, ଠାକୁରାଣୀ

ବିଜେଡି ଘୋଷଣା କଲା ଆଉ ୬ ଲୋକସଭା ପ୍ରାର୍ଥୀଙ୍କ ନାଁ : ଆଜି ମୋଟ ୧୫ଟି ଘୋଷଣା ହେଲା ଆଉ ବାକି ରହିଲା ୬

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟର ୨୧ଟି ଲୋକସଭା ଆସନ ମଧ୍ୟରୁ ଆଉ ୬ଟି ପାଇଁ ବିଜେଡି ଘୋଷଣା କରିଛି ପ୍ରାର୍ଥୀ। ଏହା ପୂର୍ବରୁ ୯ଟି ଲୋକସଭା ଆସନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର ସମନ୍ୱୟ ବୈଠକ : ବିଭିନ୍ନ ବ୍ୟବସ୍ଥାରେ ଯାଂଚ ଓ ଚଢଉକୁ କଡାକଡି କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ-୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର   ଅନ୍ୟ ଏକ ସମନ୍ୱୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ

ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା : ୯ଟି ଲୋକସଭା ଓ ୭୨ଟି ବିଧାନସଭା

ଭୁବନେଶ୍ୱର(ସମୃଦ୍ଧଓଡିଶା) ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ

ନିରାଡ଼ମ୍ବର ଭାବେ ଉତ୍କଳ ଦିବସ ପାଳନ ହେବ : ଆସନ୍ତା ଏପ୍ରିଲ ୧ ରେ

ରାଉରକେଲା(ସମୃଦ୍ଧଓଡିଶା) ଉତ୍କଳ ଦିବସ ପାଳନ ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ପୂର୍ବସୁରୀ ଓ ମହାମନିଷୀ ମାନଙ୍କ ଆପ୍ରାଣ ଉଦ୍ୟମ ଫଳରେ ଆମେ ୧୯୩୬ମସିହା ଏପ୍ରିଲ ୧ତାରିଖ

ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା : ବିଜେଡିରେ ମିଶିବାର ୨ ମିନିଟରେ ମନ୍ମଥଙ୍କ ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଟିକେଟ ଘୋଷିତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ନିଜ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଖୋଦ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ଉଭୟ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ବିଜେଡିରେ ମିଶିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ

ଭୁବନେଶ୍ୱର(ସମୃଦ୍ଧଓଡିଶା)ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ମିଶିବା

ମେୟରଙ୍କ ସୁନ୍ଦରୀ ଝିଅକୁ ନେଇ ଚର୍ଚ୍ଚା : ଗାଏବ ନା କିଡନାପ !

ନୂଆଦିଲ୍ଲୀ(ସମୃଦ୍ଧଓଡିଶା) ମେୟରଙ୍କ ସୁନ୍ଦରୀ ଝିଅକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି ସେ ଗାଏବ ନା କିଡନାପ ଏବେବି ସ୍ପଷ୍ଠ ହୋଇପାରୁନି । ଏଠାରେ ଏଭଳି ଖବର ନିତିଦିନିଆ ହୋଇଥିବା

୧୦୦ ତମ ଆଭାଶୀ ଆଲୋଚନା ନିର୍ବାଚନୀ ବଣ୍ଡ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଭୋଟର ମାନଙ୍କୁ ରାଜନୈତିକ ପାଣ୍ଠି ସମ୍ବନ୍ଧୀୟ ସୂଚନା ଜାଣିବାର ଅଧିକାର ରହିଛି ବୋଲି ମାନ୍ୟବର ସୁପ୍ରିମ କୋର୍ଟ ର ପାଞ୍ଚ ଜଣିଆ ବେଞ୍ଚ ସର୍ବ ସମ୍ମତି କ୍ରମେ ଏହି ରାୟ

ନାରୀ ଓ ପୁରୁଷ ପରସ୍ପର ପରିପୂରକ

ରାଉରକେଲା(ସମୃଦ୍ଧଓଡିଶା)ନାରୀ ସବୁ ଯୁଗରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି।କେବେ ସୀତା ରୂପରେ ତ କେବେ ଦ୍ରଉପଦୀ ରୂପରେ ପୁଣି କେବେ ରାଣୀ ଲକ୍ଷ୍ମୀ ବାଈ ରୂପରେ ତ ପୁଣି

ବିଶ୍ୱାସ କଲେଜରେ ନବାଗତ ସେବିକା ଛାତ୍ରଛାତ୍ରୀମାନଙ୍କର ଶପଥ ଗ୍ରହଣ ଉତ୍ସବ

ଭୁବନେଶ୍ବର (ସମୃଦ୍ଧଓଡିଶା) ବିଶ୍ଵାସ କଲେଜ ପ୍ରାଙ୍ଗଣରେ ନବାଗତ ସେଵିକା ଛାତ୍ରଛାତ୍ରୀ ମାନଙ୍କର ଶପଥ ଗ୍ରହଣ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଅଛି ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ ବାସନ୍ତୀ ବେହେରା, ସମ୍ପାଦିକା,ରାଜ୍ୟ ନର୍ସିଂ ଓ

ହୋଲି ହେଲା କାଳ : ପୋଖରୀରେ ବୁଡ଼ି ୨ ମୃତ

ସାଲେପୁର(ସମୃଦ୍ଧଓଡିଶା)ବିଭିନ୍ନ ସ୍ଥାନରେ ହୋଲିରେ ଅଘଟଣ ଘଟିଛି। ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଯାଇ ୨ଜଣଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ

ଶଙ୍ଖର ଶବ୍ଦ କମି କମି ଯିବା ବେଳେ ଫୁଲର ମହକ ବଢୁଛି : ଏହା କ’ଣ ପ୍ରଦ୍ୱୀପଙ୍କ କମାଲ ?

ଭୁବନେଶ୍ୱର(ସମୃଦ୍ଧଓଡିଶା) ସ୍ୱର୍ଗତ ବିଜୁ ବାବୁଙ୍କ ନାମରେ ନାମିତ ତାଙ୍କ ପୁତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜୁ ଜନତା ଦଳ ସରକାର ରାଜ୍ୟରେ ଦୀର୍ଘ ୨୪ ବର୍ଷ କାଳ

ନୂତନ କୋର୍ଟ ବିଲଡିଂ ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ

ହିନ୍ଦୋଳ(ସମୃଦ୍ଧଓଡିଶା)ହିନ୍ଦୋଳ ସଦର ମହକୁମା ରାଜମୋହନପୁର ଠାରେ ଆଜି ଅପରାହ୍ନରେ ନୂତନ କୋର୍ଟ ବିଲଡିଂ ନିର୍ମାଣ ନିମନ୍ତେ ଭରଚୁଆଲ ମୋଡରେ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି l ଓଡିଶା ଉଚ୍ଚ ନ୍ୟାୟାଳୟ

ଶହୀଦ ଭଗତ ସିଂ ଙ୍କ ୯୪ ତମ ଶହୀଦ ଦିବସ ପାଳନ

ରାଉରକେଲା(ସମୃଦ୍ଧଓଡିଶା)ଭାରତର ସ୍ଵାଧୀନତା ଆନ୍ଦୋଳନର ମହାନ ସଂଗ୍ରାମୀ ଶହୀଦ ଭଗତ ସିଂ, ସୁକଦେବ ଓ ରାଜଗୁରୁ ଙ୍କ ୯୪ ତମ ଶହୀଦ ଦିବସ ଆଜି ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେସନ୍, ଭାରତର

ରୁରାଲ ଡେଭଲପମେଣ୍ଟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ରାଉରକେଲା(ସମୃଦ୍ଧଓଡିଶା)ଲେଡିଲାୟନ ସଂଗଠନ ତରଫରୁ ଆୟୋଜିତ ପ୍ରଥମ ରୁରାଲ ଡେଭଲପମେଣ୍ଟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ସେକ୍ଟର ୬ସ୍ଥିତ ଇସ୍ପାତ ଷ୍ଟାଡିୟମ୍ ଠାରେ ଆୟୋଜିତ ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି

ନ୍ୟାସନାଲ ଫୁଲ କଣ୍ଟାକ୍ଟ କରାଟେ ଚମ୍ପିୟାନସିପ ଆସନ୍ତା ମାର୍ଚ୍ଚ ୨୯ ରେ

ରାଉରକେଲା(ସମୃଦ୍ଧଓଡିଶା) ନ୍ୟାସନାଲ ଫୁଲ କଣ୍ଟାକ୍ଟ କରାଟେ ଚମ୍ପିୟାନସିପ ୨୦୨୪ ଆସନ୍ତା ମାର୍ଚ୍ଚ ୨୯ ରୁ ଆରମ୍ଭ ହୋଇ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। ଆଜି ପୂର୍ବାହ୍ନ

ଜବାହର ଉଚ୍ଚ ବିଦ୍ୟାପୀଠ ବାଳସିଠାରେ ବିଶ୍ୱ ଜଙ୍ଗଲ ଦିବସ ପାଳନ

ଭୂବନେଶ୍ଵର(ସମୃଦ୍ଧଓଡିଶା)ଗତ ଗୁରୁବାର ଦିନ ଜବାହର ଉଚ୍ଚ ବିଦ୍ୟାପୀଠ ବାଳସି ଠାରେ ବିଶ୍ୱ ଜଙ୍ଗଲ ଦିବସ ପାଳନ କରାଯାଇଥିଲା | ଉକ୍ତ ସଭାରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅଭୟ କୁମାର ଦେବତା

ଭାରତ ପରିବାର ଫାଉଂଡେଶନ ଦ୍ୱାରା ଆନ୍ତର୍ଜାତିକ ମହିଳା ଦିବସ୨୦୨୪ ଅବସରରେ ସାରଗର୍ଭକ ଆଲୋଚନା ଚକ୍ର

ଭୁବନେଶ୍ୱର(ସମୃଦ୍ଧଓଡିଶା)ଭାରତ ପରିବାର ଫାଉଂଡେସନ ଦ୍ୱାରା ମହାବୋଧି ସୋସାଇଟି ଭାରତ ଶାଖା ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ମହାଆଡମ୍ବରରେ ପାଳିତ ହୋଇ ଯାଇଅଛି| ଏହିବର୍ଷର ମୁଖ୍ୟବିଷୟ Invest in Women and

ପ୍ରକୃତି ଓ ପରିବେଶର ସୁରକ୍ଷା ଓ ସମୃଦ୍ଧି ପାଇଁ ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୃଷ୍ଟି ଓ ସୁରକ୍ଷା ଅପରିହାର୍ଯ୍ୟ’

ଭୁବନେଶ୍ୱର(ସମୃଦ୍ଧଓଡିଶା) ପ୍ରକୃତି ଯେତିକି ସମ୍ପଦ ଓଡ଼ିଶାକୁ ଦେଇଛି ସେତିକି ସମ୍ପଦ ଦେଶର ଅନ୍ୟ କୌଣସି ରାଜ୍ୟକୁ ପ୍ରଦାନ କରିନାହିଁ । ତେଣୁ ଓଡ଼ିଶାରେ ଜନ୍ମନେଇ ଆମେମାନେ ଭାଗ୍ୟବାନ । ପ୍ରକୃତି

ଇସ୍ପାତ ସହରରେ ବିଶ୍ୱ ପଖାଳ ଦିବସ ପାଳନ ….

ରାଉରକେଲା(ସମୃଦ୍ଧଓଡିଶା) ଇସ୍ପାତ ସହର ରାଉରକେଲାରେ ବିଶ୍ବ ପଖାଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ଵେ ସହରର ବିଭିନ୍ନ ଅନୁଷ୍ଠାନ ତରଫରୁ ବିଭିନ୍ନ ସ୍ଥାନରେ, ବିଭିନ୍ନ ହୋଟେଲରେ ପଖାଳ

‘ସଂକଳ୍ପ’ର ସାମ୍ପ୍ରତିକ ଓଡ଼ିଆ ନାଟକ ଓ ମାନବିକ ମୁଲ୍ୟବୋଧ ଉପରେ ଆଲୋଚନା : ନାଟକ ଏକ ଶିକ୍ଷଣୀୟ ମାଧ୍ୟମ ଓ ଆମକୁ ସଂସ୍କାରିତ କରେ

ରାଉରକେଲା(ସମୃଦ୍ଧଓଡିଶା)ନାଟକ ଏକ ଶିକ୍ଷଣୀୟ ମାଧ୍ୟମ ଓ ଏହା ଆମକୁ ସଂସ୍କାରିତ କରିଛି। ମାନବିକତା ଉଦଯିପିତ ଥିବା ପର୍ଯ୍ୟନ୍ତ ମୂଲ୍ୟବୋଧ ବଞ୍ଚିରହିବ ବୋଲି ଆଲୋଚକ ମାନେ ମତପ୍ରକାଶ କରିଛନ୍ତି। ଓଡ଼ିଆ ଭାଷା,

ଜାତୀୟ ନାଟକ ମହୋତ୍ସବ ୨୦୨୪ ଆସନ୍ତା ମାର୍ଚ୍ଚ ୨୩ରୁ…

ରାଉରକେଲା(ସମୃଦ୍ଧଓଡିଶା)ରାଉରକେଲା ର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ସମ୍ପର୍କ’ ପ୍ରତିବର୍ଷ ପରି ଚଳିତ ବର୍ଷ ରାଉରକେଲା ଇସ୍ପାତ କାରଖାନା ସହଯୋଗରେ ବିଶ୍ବନାଟ୍ୟ ଦିବସ ଅବସରରେ ଜାତୀୟ ନାଟକ ମହୋତ୍ସବ ଆସନ୍ତା ମାର୍ଚ୍ଚ ୨୩