କଣମଣା ସରପଞ୍ଚ ପ୍ରାର୍ଥୀନୀ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା…

ଛତ୍ରପୁର (ସମୃଦ୍ଧ ଓଡିଶା) ଆଜି ଛତ୍ରପୁର ନିର୍ବାଚନ ମଣ୍ଡଳୀର କଣମଣା ସରପଞ୍ଚ ପ୍ରାର୍ଥୀନୀ ପାଇଁ ସମାଜସେବୀ ତଥା କଂଗ୍ରେସ ନେତା ଭାଗିରଥି ବେହେରାଙ୍କ ପତ୍ନୀ ଶ୍ରୀମତୀ ପ୍ରମିଳା ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବହୁ ବୁଦ୍ଧିଜୀବୀ ଓ ବରିଷ୍ଠ ନାଗରିକମାନେ ଉପସ୍ଥିତ ରହିଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା