କରୋନା ସଚେତନ କରିବା ସହ ରନ୍ଧା ଖାଦ୍ୟ ଓ ମାସ୍କ ବଣ୍ଟନ କଲେ ଢେଙ୍କାନାଳ ବିଧାୟକ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) କରୋନା ଭୁତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ ଡାଉନ ଜାରି ରହିଥିବା ବେଳେ ବହୁ ଗରିବ ଅସହାୟ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଫଳରେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲଙ୍କ ଦ୍ୱାରା ଢେଙ୍କାନାଳ ନିର୍ବାଚନ ମଣ୍ଡଳୀ ଗଁଦିଆ ବ୍ଲକର ବିଭିନ୍ନ ସ୍ଥାନରେ ଲୋକଙ୍କୁ ସଚେତନ କରିବା ସହିତ ରନ୍ଧା ଖାଦ୍ୟ ଏବଂ ମାସ୍କ ବଣ୍ଟନ କରାଯାଇଥିଲା ।

ରିପୋର୍ଟ : ସଞ୍ଜୟ କୁମାର ପାଢ଼ୀ