ଢେଙ୍କାନାଳ ବିଜେଡି ଜିଲ୍ଲା ସଭାପତିଙ୍କ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲାର ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ସୁରଜ ମହାପାତ୍ର ମହାମାରୀ କରୋନା ଭୁତାଣୁ ସଂକ୍ରମଣ ମୁକାବିଲାର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଢେଙ୍କାନାଳ ଜିଲ୍ଲାପାଳଙ୍କ ଜରିଆରେ ୧୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି ।

ରିପୋର୍ଟ : ଶୁଭମ ପାଣି