ପାଣିରେ ବୁଡି ମୃତ୍ୟୁବରଣ କରିଥିବା ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କଲେ ପୋଲସରା ବିଧାୟକ…

ପୋଲସରା (ସମୃଦ୍ଧ ଓଡିଶା) ବିଧାୟକ ଶ୍ରୀକାନ୍ତ ସାହୁ ବୁଗୁଡା ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଭମା ନାୟକ ପାଣିରେ ବୁଡି ଆକସ୍ମିକ ମୃତ୍ୟୁ ବରଣ କରିଥିବା ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା