ବିଜେପିରେ ଯୋଗ ଦେଲେ ବିଜେଡିର ପୂର୍ବତନ ବିଧାୟକ କେ ନାରାୟଣ ରାଓ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ବିଜେପି କାର୍ଯ୍ୟାଳୟରେ ବିଜେଡିର ପୂର୍ବତନ ବିଧାୟକ କେ ନାରାୟଣ ରାଓ ।ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ନିମନ୍ତେ ଦଳୀୟ ଟିକଟ ନ ମିଳିବା ପରେ ଦଳରୁ ଇସ୍ତଫା ଦେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଦଳ ବଳ ସହ ବିଜେପିରେ ଯୋଗ ଦେଇଛନ୍ତି ।