ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କଲେ ଛତ୍ରପୁର ବିଧାୟକ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡ଼ମାଧପୁର ପଞ୍ଚାୟତ ପରିଦର୍ଶନରେ ଯାଇ ଗୋବା ଗ୍ରାମବାସୀଙ୍କ ଗହଣରେ ବସି ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିଛନ୍ତି ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା l ଏହି ବୈଠକରେ ସମସ୍ତ ନିର୍ବାଚିତ ପ୍ରତିନିଧି, ସ୍ଥାନୀୟ ନେତୃବୃନ୍ଦ ଓ ବ୍ଲକ ବିଡ଼ିଓ ଅମ୍ବିକା ପ୍ରସାଦ ଦାସଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା