ବିମାନ ଯୋଗେ ଫେରିଲେ ଜାମ୍ମୁ କାଶ୍ମୀରରେ ଫସି ରହିଥିବା ପ୍ରବସୀ ଓଡ଼ିଆ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜାମ୍ମୁ କାଶ୍ମୀରରେ ଅଟିକି ରହିଥିବା ଗଞ୍ଜାମ ଜିଲ୍ଲାର ୨୮୦ଜଣ ଶ୍ରମିକଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସ୍ଵତନ୍ତ୍ର ବିମାନ ଯୋଗେ ଓଡ଼ିଶାକୁ ଫେରାଇ ଅଣାଯାଇଛି । କବିସୂର୍ଯ୍ୟନଗର ବିଧାୟିକା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସମସ୍ତ ଶ୍ରମିକମାନଙ୍କୁ ସ୍ୱତନ୍ତ୍ର ବସ ଯୋଗେ ଗଞ୍ଜାମ ଜିଲ୍ଲାକୁ ପଠାଇଥିବା ଜଣାପଡିଛି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା