ବୁଗୁଡ଼ାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ ଉଦଘାଟନ କଲେ ବିଧାୟକ …

ବୁଗୁଡ଼ା(ସମୃଦ୍ଧ ଓଡିଶା) ବୁଗୁଡ଼ା ପିପୁଲସ ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୧୫ଗୋଟି ମହାବିଦ୍ୟାଳୟକୁ ନେଇ ୫୨ତମ ଭାରୋଉତୋଳନ ଓ ସୁନ୍ଦର ସ୍ଵାସ୍ଥ୍ୟ ପ୍ରତିଯୋଗିତା ପିପୁଲସ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସ୍ଥାନୀୟ ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗତକାଲି ଉଦଘାଟନ କରିଛନ୍ତି।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା