ମୋ ସରକାରରେ ସାମିଲ ହେଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ମୋ ସରକାରରେ ସାମିଲ ହେଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମୋ ସରକାରରେ ସାମିଲ ହୋଇଛି । କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ଥିଲେ । ଏଥିରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଫାଇଭ ଟି ସଚସିବ ଭି କେ ପାଣ୍ଡିଆନ, ବିଭାଗୀୟ ସଚିବ ପି କେ ମହାପାତ୍ର ଉପସ୍ଥିତ ଥିଲେ ।

ରିପୋର୍ଟ : ଆକାଶ ମିଶ୍ର