ଶିକ୍ଷକ ସଂଘ ତରଫରୁ ନବ ନିର୍ବାଚିତ ବିଧାୟକଙ୍କୁ ସମ୍ବର୍ଦ୍ଧନା…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଶିକ୍ଷକ ସଂଘ ତରଫରୁ ନବ ନିର୍ବାଚିତ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ବହୁ ଶିକ୍ଷକ ଅଂଶ ଗ୍ରହଣ କରିଥିଲେ ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା