ୟୁଥମାସ ସେବା ସଂଘ ତରଫରୁ ଶୁଖିଲା ଖାଦ୍ୟ ବଣ୍ଟନ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ସହରରେ ୟୁଥମାସ ସେବା ସଂଘ ତରଫରୁ ଶୁଖିଲା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ବିଧାୟକ ସୁବାଷ ଚନ୍ଦ୍ର ବେହେରା ଯୋଗଦେଇ ଗରିବ ଓ ନିରାଶୟ ଲୋକଙ୍କୁ ଶୁଖିଲା ଖାଦ୍ୟ ପ୍ୟାକେଟ ବଣ୍ଟନ କରିଥିଲେ  l ଏଥିରେ ସଂଘର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା